Judges 19:24 — Compare Translations
5 translations compared side by side
Odia - 1840
"ଦେଖ, ଏଠା ରେ ମାରେ ଝିଅ, ଯେ କି କକ୍ସ୍ଟମାରୀ ଅଛି। ଏବଂ ଏହିଠା ରେ ତା'ର ଉପପତ୍ନୀ ଅଛି। ମୁ ସମାନଙ୍କେୁ ଆଣି ଦେଉଛି, ଯାହା ତୁମ୍ଭମାନଙ୍କର ଇଚ୍ଛା ତାହାହିଁ କର। ମାତ୍ର ଏ ଲୋକଙ୍କ ପ୍ରତି ଏପରି ଜଘନ୍ଯ କାର୍ୟ୍ଯ କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପନିୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଏଠାରେ ମୋର ଝିଅ, ଯେ କି କୁମାରୀ ଅଛି। ଏବଂ ଏହିଠାରେ ତା’ର ଉପପତ୍ନୀ ଅଛି। ମୁଁ ସେମାନଙ୍କୁ ଆଣି ଦେଉଛି, ଯାହା ତୁମ୍ଭମାନଙ୍କର ଇଚ୍ଛା ତାହା ହିଁ କର। ମାତ୍ର ଏ ଲୋକଙ୍କ ପ୍ରତି ଏପରି ଜଘନ୍ୟ କାର୍ଯ୍ୟ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଅଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର।