Judges 19:25 — Compare Translations
5 translations compared side by side
Odia - 1840
"କିନ୍ତୁ ସହେି ଦକ୍ସ୍ଟଷ୍ଟ ଲୋକମାନେ ବୃଦ୍ଧ ଲୋକଟିର ଆବଦନେ ପ୍ରତି ଧ୍ଯାନ ଦେଲେ ନାହିଁ। ତେଣୁ ସହେି ଲବେୀୟ ଲୋକ ଜଣକ, ନିଜର ଉପପତ୍ନୀ ଘରକ୍ସ୍ଟ ବାହାର କଲେ। ତା'ପରେ ସହେି ଲୋକମାନେ ରାତ୍ରିସାରା ତା ସହିତ ରତିକ୍ରିଯା କଲେ ଏବଂ ପ୍ରଭାତ ରେ ଦାସୀକକ୍ସ୍ଟ ଛାଡି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ପୁରୁଷ ଆପଣା ଉପପନିୀ କି ଧରି ବାହାରକୁ ସେମାନଙ୍କ କତିକି ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀଠାରେ ଉପଗତ ହେଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିଯାକ ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଦୁଷ୍ଟ ଲୋକମାନେ ବୃଦ୍ଧ ଲୋକଟିର ଆବେଦନ ପ୍ରତି ଧ୍ୟାନ ଦେଲେ ନାହିଁ। ତେଣୁ ସେହି ଲେବୀୟ ଲୋକ ଜଣକ, ନିଜର ଉପପତ୍ନୀକୁ ଘରୁ ବାହାର କଲେ। ତା’ପରେ ସେହି ଲୋକମାନେ ରାତ୍ରିସାରା ତା’ ସହିତ ରତିକ୍ରିୟା କଲେ ଏବଂ ପ୍ରଭାତରେ ଦାସୀକୁ ଛାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ଲେବୀୟ ପୁରୁଷ ଆପଣା ଉପପତ୍ନୀ କି ଧରି ବାହାରକୁ ସେମାନଙ୍କ ନିକଟକୁ ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀ ସହିତ ଶାରୀରିକ ସମ୍ବନ୍ଧ କଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିସାରା ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)