Judges 19:26 — Compare Translations

5 translations compared side by side

Odia - 1840
"ତହକ୍ସ୍ଟଁ ରାତ୍ରି ପାହାନ୍ତା ବଳକେକ୍ସ୍ଟ ସହେି ସ୍ତ୍ରୀ ତାହାର ସ୍ବାମୀ ରହକ୍ସ୍ଟଥିବା ଗୃହ ଦ୍ବାର ନିକଟରେ ଆଲକ୍ସ୍ଟଅ ହବୋ ପର୍ୟ୍ଯନ୍ତ ପଡି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ଵାମୀ ରହୁଥିବା ଲୋକର ଗୃହଦ୍ଵାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ୱାମୀ ରହୁଥିବା ଗୃହ ଦ୍ୱାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ୱାମୀ ରହୁଥିବା ଲୋକର ଗୃହଦ୍ୱାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ୱାମୀ ରହୁଥିବା ଲୋକର ଗୃହଦ୍ୱାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା।