Judges 19:27 — Compare Translations
5 translations compared side by side
Odia - 1840
"ଏହାପରେ ତା'ର ପ୍ରଭକ୍ସ୍ଟ ଉଠି ନିଜ ବାଟରେ ୟିବାପାଇଁ ଦ୍ବାରା ଫିଟାଇଲା ଏବଂ ତା'ର ଉପପତ୍ନୀକକ୍ସ୍ଟ ଦ୍ବାର ସମ୍ମକ୍ସ୍ଟଖ ରେ ପଡିଥିବାର ପାଇଲା। ତାହାର ଦକ୍ସ୍ଟଇହାତ ଦ୍ବାରବନ୍ଧ ଉପରେ ପଡିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ଵାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ଵାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପନିୀ ସେହି ସ୍ତ୍ରୀ ଗୃହଦ୍ଵାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ଵାରବନ୍ଧ ଉପରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତା’ର ପ୍ରଭୁ ଉଠି ନିଜ ବାଟରେ ଯିବା ପାଇଁ ଦ୍ୱାର ଫିଟାଇଲା ଏବଂ ତା’ର ଉପପତ୍ନୀକୁ ଦ୍ୱାର ସମ୍ମୁଖରେ ପଡ଼ିଥିବାର ପାଇଲା। ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ପଡ଼ିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ୱାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ୱାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପତ୍ନୀ ସେହି ସ୍ତ୍ରୀ ଗୃହଦ୍ୱାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ୱାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ୱାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପତ୍ନୀ ସେହି ସ୍ତ୍ରୀ ଗୃହଦ୍ୱାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ଅଛି।