Judges 19:28 — Compare Translations
5 translations compared side by side
Odia - 1840
"ଦାସୀ ତାକକ୍ସ୍ଟ କହିଲା, ଉଠ, ଗ୍ଭଲ ଆମ୍ଭମାନେେ ଆମ୍ଭ ରାସ୍ତା ରେ ୟିବା, ମାତ୍ର ସେ ଉତ୍ତର ଦଲୋ ନାହିଁ । ତେଣୁ ସେ ତାକକ୍ସ୍ଟ ଗଧ ଉପରକକ୍ସ୍ଟ ନଲୋ ଏବଂ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାହାକୁ କହିଲା, ଉଠ, ଚାଲ ଆମ୍ଭେମାନେ ଯିବା; ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟ ତାକୁ କହିଲା, “ଉଠ, ଗ୍ଭଲ” ଆମ୍ଭେମାନେ ଆମ୍ଭ ରାସ୍ତାରେ ଯିବା, ମାତ୍ର ସେ ଉତ୍ତର ଦେଲା ନାହିଁ। ତେଣୁ ସେ ତାକୁ ଗଧ ଉପରକୁ ନେଲା ଏବଂ ଆପଣା ସ୍ଥାନକୁ ପ୍ରସ୍ଥାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାହାକୁ କହିଲା, “ଉଠ, ଚାଲ ଆମ୍ଭେମାନେ ଯିବା;” ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହି ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାହାକୁ କହିଲା, ଉଠ, ଚାଲ ଆମ୍ଭେମାନେ ଯିବା; ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହୀ ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।