Judges 19:29 — Compare Translations
5 translations compared side by side
Odia - 1840
"ଏହାପରେ ସେ ନିଜ ଗୃହ ରେ ପହଁଞ୍ଚି ଗୋଟିଏ ଛକ୍ସ୍ଟରୀ ନଇେ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜା ଅନକ୍ସ୍ଟସା ରେ ବାର ଖଣ୍ତ ରେ ବିଭକ୍ତ କରି ଇଶ୍ରାୟେଲର ସମସ୍ତ ଅଞ୍ଚଳକକ୍ସ୍ଟ ପଠାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ତେ ଛୁରୀ ନେଇ ଆପଣା ଉପପନିୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ତରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ନିଜ ଗୃହରେ ପହଞ୍ଚି ଗୋଟିଏ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜା ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ଡେ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ଡେ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା।