Judges 19:3 — Compare Translations

5 translations compared side by side

Odia - 1840
"ଏହାପରେ ତା'ର ସ୍ବାମୀ ତା ପାଖକକ୍ସ୍ଟ ଦେଖିବାକକ୍ସ୍ଟ ଗଲେ ଓ ତାକକ୍ସ୍ଟ ନମ୍ରତା ରେ କହିଲେ କାଳେ ସେ ତାଙ୍କ ସହିତ ଫରେି ଆସିବ। ସେ ତାଙ୍କର ଗୋଟିଏ ୟୋଡା ଗଧ ଓ ତାଙ୍କର ଦାସ ସହିତ ସେଠି ପହନ୍ଚିଲେ। ସହେି ଲବେୀୟ ଲୋକଟିକକ୍ସ୍ଟ ଦେଖି ସହେି ସ୍ତ୍ରୀ ଲୋକ ଜଣଙ୍କର ପିତା ବହକ୍ସ୍ଟତ ଖକ୍ସ୍ଟସି ହାଇଗେଲେ ଓ ତାଙ୍କୁ ପାଛୋଟି ନବୋପାଇଁ ବାହାରକକ୍ସ୍ଟ ବାହାରି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତା’ର ସ୍ୱାମୀ ତା’ ପାଖକୁ ଦେଖିବାକୁ ଗଲେ ଓ ତାକୁ ନମ୍ରତାରେ କହିଲେ କାଳେ ସେ ତାଙ୍କ ସହିତ ଫେରି ଆସିବ। ସେ ତାଙ୍କର ଗୋଟିଏ ଯୋଡ଼ା ଗଧ ଓ ତାଙ୍କର ଦାସ ସହିତ ସେଠି ପହଞ୍ଚିଲେ। ସେହି ଲେବୀୟ ଲୋକଟିକୁ ଦେଖି ସେହି ସ୍ତ୍ରୀଲୋକ ଜଣକର ପିତା ବହୁତ ଖୁସୀ ହୋଇଗଲେ ଓ ତାଙ୍କୁ ପାଛୋଟି ନେବା ପାଇଁ ବାହାରକୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକୁ ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।