Judges 19:30 — Compare Translations

5 translations compared side by side

Odia - 1840
"ଏଥି ରେ ଯେତେ ଲୋକ ଖଣ୍ତସବୁ ଦେଖିଲେ ସମାନେେ କହିଲେ, ଇଶ୍ରାୟେଲୀୟଗଣ ମିଶର ଦେଶ ପରିତ୍ଯାଗ କଲାଠାରକ୍ସ୍ଟ ଆଜି ପର୍ୟ୍ଯନ୍ତ ଏପରି ଜିନିଷ କବେେ କରାୟାଇନାହିଁ କି କବେେ ଦଖାୟୋଇନାହିଁ। ଏହି ବିଷଯ ରେ ଚିନ୍ତା କର, ସିଦ୍ଧାନ୍ତ ରେ ଉପନୀତ ହକ୍ସ୍ଟଅ ଏବଂ ଏହାକକ୍ସ୍ଟ ଉଚ୍ଚାରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯେତେ ଲୋକ ଖଣ୍ତସବୁ ଦେଖିଲେ ସେମାନେ କହିଲେ, “ଇସ୍ରାଏଲୀୟଗଣ ମିଶର ଦେଶ ପରିତ୍ୟାଗ କଲାଠାରୁ ଆଜି ପର୍ଯ୍ୟନ୍ତ ଏପରି ଜିନିଷ କେବେ କରାଯାଇ ନାହିଁ କି କେବେ ଦେଖାଯାଇ ନାହିଁ। ଏହି ବିଷୟରେ ଚିନ୍ତା କର, ସିଦ୍ଧାନ୍ତରେ ଉପନୀତ ହୁଅ ଏବଂ ଏହାକୁ ଉଚ୍ଚାରଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, “ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ।