Judges 19:4 — Compare Translations

5 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକଟିର ପିତା ଲବେୀୟ ଲୋକଜଣଙ୍କକ୍ସ୍ଟ ତାଙ୍କ ଘରକକ୍ସ୍ଟ ପା େଛାଟି ନେଲେ। ଏବଂ ସେ ଦିନ ସଠାେରେ ରହିବା ପାଇଁ ତାଙ୍କୁ ନିମନ୍ତ୍ରଣ କଲେ। ତେଣୁ ସହେି ଲବେୀୟ ଲୋକଜଣଙ୍କ ସଠାେରେ ତିନିଦିନ ଧରି ରହିଲେ। ସେ ତାଙ୍କ ଶ୍ବଶକ୍ସ୍ଟର ଘ ରେ ଖାଇପିଇ ଶାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁରୁ ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକଟିର ପିତା ଲେବୀୟ ଲୋକଜଣଙ୍କୁ ତାଙ୍କ ଘରକୁ ପାଛୋଟି ନେଲେ। ଏବଂ ସେ ଦିନ ସେଠାରେ ରହିବା ପାଇଁ ତାଙ୍କୁ ନିମନ୍ତ୍ରଣ କଲେ। ତେଣୁ ସେହି ଲେବୀୟ ଲୋକଜଣକ ସେଠାରେ ତିନି ଦିନ ଧରି ରହିଲେ। ସେ ତାଙ୍କ ଶ୍ୱଶୁର ଘରେ ଖାଇପିଇ ଶୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।