Judges 19:6 — Compare Translations

5 translations compared side by side

Odia - 1840
"ତେଣୁ ଲବେୀୟ ଲୋକ ଏବଂ ତାଙ୍କ ଶ୍ବଶକ୍ସ୍ଟର ଏକ ସାଙ୍ଗ ରେ ଖିଆପିଆ କଲେ। ଏହାପରେ ସହେି ୟକ୍ସ୍ଟବତୀର ପିତା ତାଙ୍କୁ କହିଲେ, ଦୟାକରି ଆଜି ରାତ୍ରି ଏହିଠା ରେ ରହିୟାଅ ଏବଂ ନିଜକକ୍ସ୍ଟ ଉପ ଭୋଗ କର। ତେଣୁ ସହେି ଲୋକଦ୍ବଯ ବସି ଭୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲେବୀୟ ଲୋକ ଏବଂ ତାଙ୍କ ଶ୍ୱଶୁର ଏକ ସାଙ୍ଗରେ ଖିଆପିଆ କଲେ। ଏହା ପରେ ସେହି ଯୁବତୀର ପିତା ତାଙ୍କୁ କହିଲେ, “ଦୟାକରି ଆଜି ରାତ୍ରି ଏହିଠାରେ ରହିଯାଅ ଏବଂ ନିଜକୁ ଉପଭୋଗ କର।” ତେଣୁ ସେହି ଲୋକଦ୍ୱୟ ବସି ଭୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, “ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।