Judges 19:7 — Compare Translations

5 translations compared side by side

Odia - 1840
"ଲୋବୀଯ ଲୋକ ଜଣଙ୍କ ୟିବାକକ୍ସ୍ଟ ପ୍ରସ୍ତକ୍ସ୍ଟତ ହେଲେ, କିନ୍ତୁ ତାଙ୍କର ଶ୍ବଶକ୍ସ୍ଟର ତାଙ୍କୁ ଗୋଟିଏ ରାତ୍ରି ରହିବା ପାଇଁ ଅନକ୍ସ୍ଟରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ଵଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟ ଲୋକ ଜଣକ ଯିବାକୁ ପ୍ରସ୍ତୁତ ହେଲେ, କିନ୍ତୁ ତାଙ୍କର ଶ୍ୱଶୁର ତାଙ୍କୁ ଗୋଟିଏ ରାତ୍ରି ରହିବା ପାଇଁ ଅନୁରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା।