Judges 19:8 — Compare Translations

5 translations compared side by side

Odia - 1840
"ଏହାପରେ ପଞ୍ଚମ ଦିନ ଲବେୀୟ ଲୋକଜଣଙ୍କ ଅତି ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଉଠି ୟିବାକକ୍ସ୍ଟ ବାହାରିଲେ। ସହେି ସମୟରେ ତାଙ୍କ ଶ୍ବଶକ୍ସ୍ଟର ତାଙ୍କୁ ଅନକ୍ସ୍ଟ ରୋଧ କଲେ, ପ୍ରଥମେ କିଛି ଖିଆ ପିଆ କର। ତେଣୁ ସମାନେେ ଏକତ୍ର ଉପରଓଳି ପର୍ୟ୍ଯନ୍ତ ଖାଇ ପିଇ ମଉଜ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ; ଏଥିରେ ସେ ଦୁହେଁ ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପଞ୍ଚମ ଦିନ ଲେବୀୟ ଲୋକଜଣକ ଅତି ପ୍ରତ୍ୟୁଷରୁ ଉଠି ଯିବାକୁ ବାହାରିଲେ। ସେହି ସମୟରେ ତାଙ୍କ ଶ୍ୱଶୁର ତାଙ୍କୁ ଅନୁରୋଧ କଲେ, “ପ୍ରଥମେ କିଛି ଖିଆ ପିଆ କର।” ତେଣୁ ସେମାନେ ଏକତ୍ର ଉପରଓଳି ପର୍ଯ୍ୟନ୍ତ ଖାଇ ପିଇ ମଉଜ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, “ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ;” ଏଥିରେ ସେ ଦୁହେଁ ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ; ଏଥିରେ ସେ ଦୁହେଁ ଭୋଜନ କଲେ।