Judges 2:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଦୂତ ଗିଲ୍ଗଲ୍ର ନଗରରକ୍ସ୍ଟ ବୋଖୀମକକ୍ସ୍ଟ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତଙ୍କ ଇଶ୍ରାୟେଲବାସୀଙ୍କକ୍ସ୍ଟ ନିମ୍ନଲିଖିତ ବାର୍ତ୍ତା ଦେଲେ, ମୁ ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ଆଣିଲି। ମୁ ଯେଉଁ ଭୂମି ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଲେି, ତାହା ମୁ ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁ କହିଲିକ ଯେ, ମୁ ତୁମ୍ଭମାନଙ୍କ ସହିତ ଚକ୍ସ୍ଟକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କ ଦୂତ ଗିଲ୍ଗଲ୍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବୋଖୀମଠାରେ ସଦାପ୍ରଭୁଙ୍କର ଜଣେ ଦୂତ ସଦାପ୍ରଭୁଙ୍କର ଦୂତ ଗି‌‌ଲ୍‌‌ଗ‌‌ଲ୍‌‌ର ନଗରରୁ ବୋଖୀମକୁ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତ ଇସ୍ରାଏଲବାସୀଙ୍କୁ ନିମ୍ନଲିଖିତ ବାର୍ତ୍ତା ଦେଲେ, “ମୁଁ ତୁମ୍ଭମାନଙ୍କୁ ମିଶରରୁ ଆଣିଲି। ମୁଁ ଯେଉଁ ଭୂମି ତୁମ୍ଭଙ୍କୁ ଦେଲି, ତାହା ମୁଁ ତୁମ୍ଭର ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁଁ କହିଲି ଯେ, ମୁଁ ତୁମ୍ଭମାନଙ୍କ ସହିତ ଚୁକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍‍ଗଲ୍‍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍‍ଗଲରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।