Judges 2:11 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲର ଲୋକମାନେ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ ସହେିପରି କାର୍ୟ୍ଯ କଲେ। ଇଶ୍ରାୟେଲର ଲୋକମାନେ ମିଥ୍ଯାବାଦୀ ବାଲ୍- ଦବେତାଙ୍କୁ ପୂଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ଲୋକମାନେ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ସେହିପରି କାର୍ଯ୍ୟ କଲେ। ଇସ୍ରାଏଲର ଲୋକମାନେ ମିଥ୍ୟାବାଦୀ ବାଲ୍- ଦେବତାଙ୍କୁ ପୂଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ।