Judges 2:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମିଶରରକ୍ସ୍ଟ ସହେି ଲୋକମାନଙ୍କୁ ଇଶ୍ରାୟେଲକକ୍ସ୍ଟ ଆଣିଥିଲେ। ଏବଂ ସମାନଙ୍କେର ପୂର୍ବପୁରୁଷଗଣ ସଦାପ୍ରଭୁଙ୍କର ସବୋ କରୁଥିଲେ। କିନ୍ତୁ ଏହାପରେ ଇଶ୍ରାୟେଲର ଲୋକମାନେ ମିଥ୍ଯାବାଦୀ ଦବେତାଙ୍କୁ ସବୋ କରିବାକୁ ଲାଗିଲେ, ଯେଉଁମାନେ ସମାନଙ୍କେ ଚତଃପାଶର୍‌ବ ରେ ରହକ୍ସ୍ଟଥିଲେ। ଏହା ସଦାପ୍ରଭୁଙ୍କର କୋରଧ ଉତ୍ପନ୍ନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ଵରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମିଶରରୁ ସେହି ଲୋକମାନଙ୍କୁ ଇସ୍ରାଏଲକୁ ଆଣିଥିଲେ ଏବଂ ସେମାନଙ୍କର ପୂର୍ବପୁରୁଷଗଣ ସଦାପ୍ରଭୁଙ୍କର ସେବା କରୁଥିଲେ। କିନ୍ତୁ ଏହା ପରେ ଇସ୍ରାଏଲର ଲୋକମାନେ ମିଥ୍ୟାବାଦୀ ଦେବତାଙ୍କୁ ସେବା କରିବାକୁ ଲାଗିଲେ, ଯେଉଁମାନେ ସେମାନଙ୍କ ଚତୁର୍ପାର୍ଶ୍ୱରେ ରହୁଥିଲେ। ଏହା ସଦାପ୍ରଭୁଙ୍କର କ୍ରୋଧ ଉତ୍ପନ୍ନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍‍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)