Judges 2:13 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲବାସୀମାନେ ସଦାପ୍ରଭୁଙ୍କୁ ତ୍ଯାଗ କଲେ ଏବଂ ମିଥ୍ଯାବାଦୀ ବାଲ୍ଦବେ ଓ ଅଷ୍ଟାରୋତ ଦବେତାଗଣଙ୍କକ୍ସ୍ଟ ପୂଜା କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍ ଦେବ ଓ ଅଷ୍ଟାରୋତ୍ ଦେବୀଗଣର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲବାସୀମାନେ ସଦାପ୍ରଭୁଙ୍କୁ ତ୍ୟାଗ କଲେ ଏବଂ ମିଥ୍ୟାବାଦୀ ବା‌‌ଲ୍‌‌ଦେବ ଓ ଅଷ୍ଟାରୋତ ଦେବତାଗଣଙ୍କୁ ପୂଜା କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍‍ଦେବ ଓ ଅଷ୍ଟାରୋତ୍‍ ଦେବୀଗଣର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍‍ ଦେବ ଓ ଅଷ୍ଟାରୋତ୍‍ ଦେବୀଗଣର ସେବା କଲେ।