Judges 2:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ବର ଲକ୍ସ୍ଟସ୍ଖନକାରୀମାନଙ୍କୁ ସମାନଙ୍କେ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସମାନେେ ଇଶ୍ରାୟେଲର ଲୋକମାନଙ୍କୁ ଲକ୍ସ୍ଟସ୍ଖନ କଲେ। ସଦାପ୍ରଭୁ ସମାନଙ୍କେର ଚତକ୍ସ୍ଟଃପାଶର୍ବ ରେ ଥିବା ଶତୃମାନଙ୍କୁ ସାହାୟ୍ଯ କଲେ, ସମାନଙ୍କେୁ ହରାଇବାକକ୍ସ୍ଟ। ତେଣୁ ଇଶ୍ରାୟେଲର ଲୋକମାନେ ସମାନଙ୍କେର ଶତୃମାନଙ୍କ ବିରକ୍ସ୍ଟଦ୍ଧରକ୍ସ୍ଟ ନିଜକକ୍ସ୍ଟ ରକ୍ଷା କରିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)