Judges 2:15 — Compare Translations

5 translations compared side by side

Odia - 1840
"ଯେତବେେଳେ ଇଶ୍ରାୟେଲବାସୀମାନେ ୟକ୍ସ୍ଟଦ୍ଧକକ୍ସ୍ଟ ବାହାରିଲେ, ସେତବେେଳେ ସମାନେେ ପରାସ୍ତ ହେଲେ। ଯେପରି ସଦାପ୍ରଭୁ ସମାନଙ୍କେ ପାଶର୍‌ବ ରେ ନ ଥିଲେ। ସମାନଙ୍କେୁ ସଦାପ୍ରଭୁ ସତର୍କ କରାଇ ଦେଲେ ଯଦି ସମାନେେ ତାଙ୍କ ଚତକ୍ସ୍ଟଃପାଶର୍‌ବ ରେ ଥିବା ଦବେତାମାନଙ୍କୁ ପୂଜା କରନ୍ତି, ତବେେ ସମାନେେ ୟକ୍ସ୍ଟଦ୍ଧ ରେ ହାରିବେ। ଅତଯବ, ଲୋକମାନେ ଅତିଶଯ ଅସକ୍ସ୍ଟବିଧା ଭୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେରୂପ କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେରୂପ ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ପ୍ରତିକୂଳ ହେଲାନ୍ତଏହିରୂପେ ସେମାନେ ଭାରୀ କ୍ଳେଶରେ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଇସ୍ରାଏଲବାସୀମାନେ ଯୁଦ୍ଧକୁ ବାହାରିଲେ, ସେତେବେଳେ ସେମାନେ ପରାସ୍ତ ହେଲେ। ଯେପରି ସଦାପ୍ରଭୁ ସେମାନଙ୍କ ପାର୍ଶ୍ୱରେ ନ ଥିଲେ। ସେମାନଙ୍କୁ ସଦାପ୍ରଭୁ ସତର୍କ କରାଇ ଦେଲେ ଯଦି ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଥିବା ଦେବତାମାନଙ୍କୁ ପୂଜା କରନ୍ତି, ତେବେ ସେମାନେ ଯୁଦ୍ଧରେ ହାରିବେ। ଅତଏବ, ଲୋକମାନେ ଅତିଶୟ ଅସୁବିଧା ଭୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ।