Judges 2:16 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କକ୍ସ୍ଟ ସମାନଙ୍କେ ଉପରେ ନିୟକ୍ସ୍ଟକ୍ତି କଲେ। ଏବଂ ସହେି ବିଗ୍ଭରକର୍ତ୍ତାଗଣ, ସମାନଙ୍କେର ଧନସଐତ୍ତି ଯେଉଁମାନେ ନଇେଥିଲେ, ସହେି ଶତୃମାନଙ୍କ ହାତରକ୍ସ୍ଟ ସମାନଙ୍କେୁ ଉଧାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ବିଚାରକର୍ତ୍ତୃଗଣଙ୍କୁ ଉତ୍ପନ୍ନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କୁ ସେମାନଙ୍କ ଉପରେ ନିଯୁକ୍ତି କଲେ। ଏବଂ ସେହି ବିଗ୍ଭରକର୍ତ୍ତାଗଣ, ସେମାନଙ୍କର ଧନସମ୍ପତ୍ତି ଯେଉଁମାନେ ନେଇଥିଲେ, ସେହି ଶତ୍ରୁମାନଙ୍କ ହାତରୁ ସେମାନଙ୍କୁ ଉଦ୍ଧାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍‌ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।