Judges 2:17 — Compare Translations

5 translations compared side by side

Odia - 1840
"କିନ୍ତୁ ଇଶ୍ରାୟେଲର ଲୋକମାନେ, ସମାନଙ୍କେର ବିଗ୍ଭର କର୍ତ୍ତାଗଣଙ୍କ କଥାକକ୍ସ୍ଟ ଶୁଣିଲେ ନାହିଁ। ମାତ୍ର ସମାନେେ ଅନ୍ୟ ଦବେତାଗଣଙ୍କ ପଛ ରେ ବେଶ୍ଯାପରି ଗଲେ ଓ ପ୍ରଣାମ କଲେ। ସମାନେେ ସଦାପ୍ରଭୁଙ୍କ ଆଜ୍ଞାପାଳନ କଲେ ନାହିଁ, ଯେପରି ସମାନଙ୍କେର ପୂର୍ବପୁରୁଷମାନେ କରୁଥିଲେ, ତାହା ବଦଳ ରେ ସମାନେେ ସେ ପଥରକ୍ସ୍ଟ ଶୀଘ୍ର ବିମକ୍ସ୍ଟଖ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତା-ମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲର ଲୋକମାନେ, ସେମାନଙ୍କର ବିଗ୍ଭରକର୍ତ୍ତାଗଣଙ୍କ କଥାକୁ ଶୁଣିଲେ ନାହିଁ। ମାତ୍ର ସେମାନେ ଅନ୍ୟ ଦେବତାଗଣଙ୍କ ପଛରେ ବେଶ୍ୟାପରି ଗଲେ ଓ ପ୍ରଣାମ କଲେ। ସେମାନେ ସଦାପ୍ରଭୁଙ୍କ ଆଜ୍ଞାପାଳନ କଲେ ନାହିଁ, ଯେପରି ସେମାନଙ୍କର ପୂର୍ବପୁରୁଷମାନେ କରୁଥିଲେ, ତାହା ବଦଳରେ ସେମାନେ ସେ ପଥରୁ ଶୀଘ୍ର ବିମୁଖ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।
Odia IRV 2017 (ଓଡିଆ ବାଇବେଲ)