Judges 2:18 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯେତବେେଳେ ସମାନଙ୍କେ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କକ୍ସ୍ଟ ବାଛିଲେ, ସେ ତାଙ୍କ ସଙ୍ଗ ରେ ଥିଲେ ଓ ସେ ସମାନଙ୍କେୁ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ୟ୍ଯନ୍ତ ସମାନଙ୍କେର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କଲେ। ସଦାପ୍ରଭୁ ସମାନଙ୍କେ ପ୍ରତି ସଦଯ ହେଲେ, ଯେପରି ସମାନେେ ଦକ୍ସ୍ଟଃଖ ଓ ତାଡନା ରେ ଆସକ୍ତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ପନ୍ନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କୁ ବାଛିଲେ, ସେ ତାଙ୍କ ସଙ୍ଗରେ ଥିଲେ ଓ ସେ ସେମାନଙ୍କ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ଯ୍ୟନ୍ତ ସେମାନଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କଲେ। ସଦାପ୍ରଭୁ ସେମାନଙ୍କ ପ୍ରତି ସଦୟ ହେଲେ, ଯେତେବେଳେ ସେମାନେ ଦୁଃଖ ଓ ତାଡ଼ନାରେ ଆସକ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍‌ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।