Judges 2:19 — Compare Translations
5 translations compared side by side
Odia - 1840
"କିନ୍ତୁ ଏହାପରେ ପ୍ରେତ୍ୟକକ ବିଗ୍ଭରକର୍ତ୍ତାଙ୍କ ମୃତକ୍ସ୍ଟ୍ଯପରେ, ଇଶ୍ରାୟେଲର ଲୋକମାନେ ପକ୍ସ୍ଟଣିଥରେ ଦକ୍ସ୍ଟର୍ନୀତିଗ୍ରସ୍ଥ ହେଲେ। ସମାନେେ ସମାନଙ୍କେର ପୂର୍ବପୁରୁଷଙ୍କଠାରକ୍ସ୍ଟ ଅତି ମନ୍ଦ ବ୍ଯବହାର କଲେ। ସମାନେେ ମିଥ୍ଯାବାଦୀ ଦବେତାଙ୍କୁ ଅନକ୍ସ୍ଟସରଣ କଲେ ଓ ପୂଜା ଆରଧନା କଲେ। ସମାନେେ ସମାନଙ୍କେର ମନ୍ଦ ବିଗ୍ଭର କିମ୍ବା ସମାନଙ୍କେର ଜିଦିଖୋର ବଦଳାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ବିଚାରକର୍ତ୍ତାର ମୃତ୍ୟୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷା; ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହା ପରେ ପ୍ରତ୍ୟେକ ବିଗ୍ଭରକର୍ତ୍ତାଙ୍କ ମୃତ୍ୟୁପରେ, ଇସ୍ରାଏଲର ଲୋକମାନେ ପୁଣି ଥରେ ଦୁର୍ନୀତିଗ୍ରସ୍ତ ହେଲେ। ସେମାନେ ସେମାନଙ୍କର ପୂର୍ବପୁରୁଷଙ୍କଠାରୁ ଅତି ମନ୍ଦ ବ୍ୟବହାର କଲେ। ସେମାନେ ମିଥ୍ୟାବାଦୀ ଦେବତାଙ୍କୁ ଅନୁସରଣ କଲେ ଓ ପୂଜା ଆରାଧନା କଲେ। ସେମାନେ ସେମାନଙ୍କର ମନ୍ଦ ବିଗ୍ଭର କିମ୍ବା ସେମାନଙ୍କର ଜିଦ୍ଖୋର୍ ବଦଳାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)