Judges 2:20 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଇଶ୍ରାୟେଲବାସୀମାନଙ୍କ ଉପରେ କ୍ଷକ୍ସ୍ଟବ୍ଧ ହେଲେ। ଏବଂ ସେ କହିଲେ, ମୁ ଯେଉଁ ନିଯମ ତାଙ୍କ ପୂର୍ବପୁରୁଷଙ୍କ ସହିତ କରିଥିଲି, ଏହା ଜାତି ତାହା ଉଲଙ୍ଘନ କରିଛି। ସମାନେେ ମାରେ କଥା ଶୁଣିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଇସ୍ରାଏଲବାସୀମାନଙ୍କ ଉପରେ କ୍ଷୁବ୍ଧ ହେଲେ। ଏବଂ ସେ କହିଲେ, “ମୁଁ ଯେଉଁ ନିୟମ ତାଙ୍କ ପୂର୍ବପୁରୁଷଙ୍କ ସହିତ କରିଥିଲି, ଏହି ଜାତି ତାହା ଉଲଙ୍ଘନ କରିଛି। ସେମାନେ ମୋର କଥା ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।