Judges 2:21 — Compare Translations
5 translations compared side by side
Odia - 1840
"ତେଣୁ ଯିହାଶୂେୟଙ୍କ ମରଣ କାଳ ରେ ଅବଶିଷ୍ଠ ଭୂମିକକ୍ସ୍ଟ ମୁ ଆଉ କବେେ କୌଣସି ଦେଶକକ୍ସ୍ଟ ତଡିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯିହୋଶୂୟ ମରଣ କାଳରେ ଯେଉଁ ଗୋଷ୍ଠୀୟମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟଙ୍କ ମରଣ କାଳରେ ଅବଶିଷ୍ଠ ଭୂମିକୁ ମୁଁ ଆଉ କେବେ କୌଣସି ଦେଶକୁ ତଡ଼ିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯିହୋଶୂୟ ମରଣକାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯିହୋଶୂୟ ମରଣ କାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;