Judges 2:22 — Compare Translations

5 translations compared side by side

Odia - 1840
"ମୁ ଏହି ଜାତି ଦ୍ବାରା ଇଶ୍ରାୟେଲକକ୍ସ୍ଟ ପରୀକ୍ଷା କରିବି, ଦେଖ, ୟଦ,ି ସମାନେେ ସଦାପ୍ରଭୁଙ୍କ ଆଜ୍ଞା ମାନିବେ, ଯମେିତି ତାଙ୍କର ପୂର୍ବପୁରୁଷମାନେ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ଵାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ଜାତି ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବି, ଦେଖ, ଯଦି, ସେମାନେ ସଦାପ୍ରଭୁଙ୍କ ଆଜ୍ଞା ମାନିବେ, ଯେମିତି ତାଙ୍କର ପୂର୍ବପୁରୁଷମାନେ କରିଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।”
Odia IRV 2017 (ଓଡିଆ ବାଇବେଲ)
ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।