Judges 2:23 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ସହେି ଜାତିକକ୍ସ୍ଟ ଭୂମିରେ ରହିବା ପାଇଁ ଅନକ୍ସ୍ଟମତି ଦେଲେ। ସେ ସମାନଙ୍କେୁ ଜବରଦସ୍ତ ଶିଘ୍ର ଦେଶ ପରିତ୍ଯାଗ କଲେ ନାହିଁ, ଅଥବା ଯିହାଶୂେୟଙ୍କ ହସ୍ତ ରେ ସମର୍ପଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ସେହି ଜାତିକୁ ଭୂମିରେ ରହିବା ପାଇଁ ଅନୁମତି ଦେଲେ। ସେ ସେମାନଙ୍କୁ ଜବରଦସ୍ତ ଶୀଘ୍ର ଦେଶ ପରିତ୍ୟାଗ କରାଇଲେ ନାହିଁ, ଅଥବା ଯିହୋଶୂୟଙ୍କ ହସ୍ତରେ ସମର୍ପଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ।