Judges 2:3 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ମୁ ତୁମ୍ଭକୁ ଏହିକଥା କହକ୍ସ୍ଟଛି, 'ମୁ କବେେ ଅନ୍ୟ ଲୋକମାନଙ୍କୁ ଏହି ଦେଶରକ୍ସ୍ଟ ବିତାଡିତ କରିବି ନାହିଁ। ଏହି ଲୋକମାନେ ଭବିଷ୍ଯତ ରେ ତୁମ୍ଭର ଏକ ସମସ୍ଯା ହବେେ। ସମାନେେ ତକ୍ସ୍ଟମ୍ଭ ପ୍ରତି ଫାନ୍ଦ ସ୍ବରୂପ ହବେେ ଓ ସମାନଙ୍କେର ଦବେତାଗଣ ତୁମ୍ଭମାନଙ୍କ ପାଇଁ କଣ୍ଟା ସ୍ବରୂପ ହବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ମୁଁ ତୁମ୍ଭକୁ ଏହିକଥା କହୁଅଛି, ‘ମୁଁ କେବେ ଅନ୍ୟ ଲୋକମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବି ନାହିଁ। ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭର ଏକ ସମସ୍ୟା ହେବେ। ସେମାନେ ତୁମ୍ଭ ପ୍ରତି ଫାନ୍ଦ ସ୍ୱରୂପ ହେବେ ଓ ସେମାନଙ୍କର ଦେବତାଗଣ ତୁମ୍ଭମାନଙ୍କ ପାଇଁ କଣ୍ଟା ସ୍ୱରୂପ ହେବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।