Judges 2:4 — Compare Translations
5 translations compared side by side
Odia - 1840
"ଯେତବେେଳେ ସଦାପ୍ରଭୁଙ୍କ ଦୂତ ଏହିକଥା ଇଶ୍ରାୟେଲବାସୀଙ୍କକ୍ସ୍ଟ କହିଲେ, ସମାନେେ ଉଚ୍ଚସ୍ବର ରେ ରୋଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସଦାପ୍ରଭୁଙ୍କ ଦୂତ ଏହିକଥା ଇସ୍ରାଏଲବାସୀଙ୍କୁ କହିଲେ, ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।