Judges 2:5 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲର ଲୋକମାନେ ସ୍ଥାନର ନାମ ରଖିଲେ ବୋଖୀମ୍। ଏହି ବୋଖୀମଠା ରେ ଇଶ୍ରାୟେଲ ବାସୀମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସଠାେରେ ବଳିଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ୍ (ରୋଦନକାରୀ) ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ଲୋକମାନେ ସ୍ଥାନର ନାମ ରଖିଲେ ବୋଖୀମ୍। ଏହି ବୋଖୀମଠାରେ ଇସ୍ରାଏଲ ବାସୀମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେଠାରେ ବଳିଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।