Judges 2:6 — Compare Translations
5 translations compared side by side
Odia - 1840
"ଏହାପରେ ୟିହୋଶୂଯ ସମସ୍ତଙ୍କକ୍ସ୍ଟ ଗୃହକକ୍ସ୍ଟ ୟିବା ପାଇଁ କହିଲେ। ଏବଂ ଇଶ୍ରାୟେଲର ପରିବାରବର୍ଗ ସମାନଙ୍କେର ନିଜ ଭୂମି ଅଧିକାର କରିବାକୁ ନିଜ ଜାଗାକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ-ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମାନ୍ୟ ଓ ପରାସ୍ତ ଏହା ପରେ ଯିହୋଶୂୟ ସମସ୍ତଙ୍କୁ ଗୃହକୁ ଯିବା ପାଇଁ କହିଲେ। ଏବଂ ଇସ୍ରାଏଲର ପରିବାରବର୍ଗ ସେମାନଙ୍କର ନିଜ ଭୂମି ଅଧିକାର କରିବାକୁ ନିଜ ଜାଗାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।