Judges 2:7 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ଯିହାଶୂେୟ ବଞ୍ଚିଥିବା ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ସବୋ କଲେ। ସମାନେେ ସଦାପ୍ରଭୁଙ୍କ ସବୋ ଅବ୍ଯାହତ ରଖିଲେ, ଯିହାଶୂେୟଙ୍କ ମୃତକ୍ସ୍ଟ୍ଯପରେ ଥିବା ସମାନଙ୍କେର ପ୍ରାଚୀନବର୍ଗ ଜୀବିତ ଥିବା ପର୍ୟ୍ଯନ୍ତ। ଇଶ୍ରାୟେଲ ଲୋକମାନଙ୍କ ପାଇଁ ସଦାପ୍ରଭୁ କି ଆଶ୍ଚର୍ୟ୍ଯ କର୍ମମାନ କରିଥିଲେ, ଏହି ବୃଦ୍ଧ ବ୍ଯକ୍ତିମାନେ ଦେଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଯିହୋଶୂୟ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ସେବା କଲେ। ସେମାନେ ସଦାପ୍ରଭୁଙ୍କ ସେବା ଅବ୍ୟାହତ ରଖିଲେ, ଯିହୋଶୂୟଙ୍କ ମୃତ୍ୟୁପରେ ଥିବା ସେମାନଙ୍କର ପ୍ରାଚୀନବର୍ଗ ଜୀବିତ ଥିବା ପର୍ଯ୍ୟନ୍ତ। ଇସ୍ରାଏଲ ଲୋକମାନଙ୍କ ପାଇଁ ସଦାପ୍ରଭୁ କି ଆଶ୍ଚର୍ଯ୍ୟ କର୍ମମାନ କରିଥିଲେ, ଏହି ବୃଦ୍ଧ ବ୍ୟକ୍ତିମାନେ ଦେଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।