Judges 2:9 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ଯିହାଶୂେୟଙ୍କକ୍ସ୍ଟ କବର ଦେଲେ। ସମାନେେ ଗାଶ ପର୍ବତର ଉତ୍ତର ପାଶର୍‌ବ ରେ ଇଫ୍ରଯିମ ପର୍ବତମଯ ଦେଶସ୍ଥ ତିମ୍ନତ୍ ହରେସ ରେ ତାଙ୍କର ନିଜର ଭୂମିରେ ତାଙ୍କୁ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ଵରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଯିହୋଶୂୟଙ୍କୁ କବର ଦେଲେ। ସେମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ତିମ୍ନତ୍ ହେରସରେ ତାଙ୍କର ନିଜର ଭୂମିରେ ତାଙ୍କୁ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର ସୀମା ମଧ୍ୟରେ ତାଙ୍କୁ କବର ଦେଲେ।