Judges 20:1 — Compare Translations
5 translations compared side by side
Odia - 1840
"ଏଣୁ ଇଶ୍ରାୟେଲର ସମସ୍ତ ଲୋକ ଏକତ୍ରୀତ ହେଲେ। ସମାନେେ ସମସ୍ତେ ମିସ୍ପୀ ରେ ସଦାପ୍ରଭୁଙ୍କଠା ରେ ଏକତ୍ରୀତ ହେଲେ। ଇଶ୍ରାୟେଲୀୟମାନେ ଦାନଠାରକ୍ସ୍ଟ ବରେଶବୋ ପର୍ୟ୍ଯନ୍ତ ଓ ଗିଲିଯଦଠାରକ୍ସ୍ଟ ମଧ୍ଯ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାନ୍ଠାରୁ ବେରଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ- ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ତଳୀ ଏକ ମନୁଷ୍ୟ ପରି ମିସ୍ପୀରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଓ ବିନ୍ୟାମୀନୀୟମାନଙ୍କ ମଧ୍ୟରେ ଯୁଦ୍ଧ ଏଣୁ ଇସ୍ରାଏଲର ସମସ୍ତ ଲୋକ ଏକତ୍ରିତ ହେଲେ। ସେମାନେ ସମସ୍ତେ ମିସ୍ପୀରେ ସଦାପ୍ରଭୁଙ୍କଠାରେ ଏକତ୍ରିତ ହେଲେ। ଇସ୍ରାଏଲୀୟମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଓ ଗିଲିୟଦଠାରୁ ମଧ୍ୟ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।