Judges 20:10 — Compare Translations

5 translations compared side by side

Odia - 1840
"ଆମ୍ଭମାନେ 100 ଜଣ ଲୋକମାନଙ୍କରକ୍ସ୍ଟ ଦଶଜଣଙ୍କକ୍ସ୍ଟ, 1000 ଜଣରକ୍ସ୍ଟ 100 ଜଣଙ୍କକ୍ସ୍ଟ, ଆମ୍ଭର ସୈନ୍ଯବାହୀନିର ଖାଦ୍ୟ ସଂଗ୍ରହ କରିବାକୁ ମନୋନୀତ କଲକ୍ସ୍ଟ। ତେଣୁ ସୈନିକମାନେ ବିନ୍ଯାମୀନର ଗିଲିଯଦକକ୍ସ୍ଟ ଆକ୍ରମଣ କରିବେ। ସମାନେେ ସହେି ଲୋକମାନଙ୍କୁ ସମାନଙ୍କେର କକ୍ସ୍ଟକର୍ମ ଯୋଗକ୍ସ୍ଟ ଇଶ୍ରାୟେଲ ରେ ଦଣ୍ତ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ 100 ଜଣ ଲୋକମାନଙ୍କରୁ ଦଶ ଜଣଙ୍କୁ, 1000 ଜଣରୁ 100 ଜଣଙ୍କୁ, ଆମ୍ଭର ସୈନ୍ୟବାହିନୀର ଖାଦ୍ୟ ସଂଗ୍ରହ କରିବାକୁ ମନୋନୀତ କଲୁ। ତେଣୁ ସୈନିକମାନେ ବିନ୍ୟାମୀନର ଗିଲିୟଦକୁ ଆକ୍ରମଣ କରିବେ। ସେମାନେ ସେହି ଲୋକମାନଙ୍କୁ ସେମାନଙ୍କର କୁକର୍ମ ଯୋଗୁଁ ଇସ୍ରାଏଲରେ ଦଣ୍ତ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।