Judges 20:11 — Compare Translations
5 translations compared side by side
Odia - 1840
"ଏହିରୂପେ ଇଶ୍ରାୟେଲୀୟ ସମସ୍ତ ଲୋକ ଜଣେ ଲୋକପରି ସହେି ନଗର ବିରକ୍ସ୍ଟଦ୍ଧ ରେ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଜଣେ ଲୋକପରି ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।