Judges 20:12 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲ ପରିବାରବର୍ଗ ବିନ୍ଯାମୀନର ସମକ୍ସ୍ଟଦାଯ ପରିବାରବର୍ଗ ନିକଟକକ୍ସ୍ଟ ଲୋକ ପଠାଇ କହିଲେ, ତୁମ୍ଭମାନଙ୍କ ମଧିଅରେ ଏ କି ଦକ୍ସ୍ଟଷ୍ଟତା ଘଟିଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ ବଂଶ ବିନ୍ୟାମୀନର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ପରିବାରବର୍ଗ ବିନ୍ୟାମୀନର ସମୁଦାୟ ପରିବାରବର୍ଗ ନିକଟକୁ ଲୋକ ପଠାଇ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି?
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି?