Judges 20:14 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ସନ୍ତାନଗଣ ବିନ୍ଯାମୀନ ପରିବାରବର୍ଗର ଲୋକମାନେ ନଗରମାନରକ୍ସ୍ଟ ବାହାରି ଗିବିଯାକକ୍ସ୍ଟ ୟାଇ ଇଶ୍ରାୟେଲର ଅନ୍ୟ ବଂଶ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବିନ୍ୟାମୀନ ପରିବାରବର୍ଗର ଲୋକମାନେ ନଗରମାନରୁ ବାହାରି ଗିବିୟାକୁ ଯାଇ ଇସ୍ରାଏଲର ଅନ୍ୟ ବଂଶ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲ ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।