Judges 20:15 — Compare Translations
5 translations compared side by side
Odia - 1840
"ସହେିଦିନ ନଗରମାନଙ୍କରକ୍ସ୍ଟ ଆସନ୍ତା ବିନ୍ଯାମୀନ ସନ୍ତାନଗଣର 26,000 ଖଡ୍ଗଧାରୀ ଲୋକ ଗଣିତ ହେଲେ। ଏହାଛଡା ଗିବିଯାନ ବାସୀ ଲୋକମାନଙ୍କର 700 ବଛା ବଛା ଲୋକ ଗଣିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନ ନଗରମାନରୁ ଆଗତ ବିନ୍ୟାମୀନ-ସନ୍ତାନଗଣର ଛବିଶ ହଜାର ଖଡ଼୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ନଗରମାନଙ୍କରୁ ଆସନ୍ତା ବିନ୍ୟାମୀନ ସନ୍ତାନଗଣର 26,000 ଖଡ଼୍ଗଧାରୀ ଲୋକ ଗଣିତ ହେଲେ। ଏହାଛଡ଼ା ଗିବିୟା ବାସୀ ଲୋକମାନଙ୍କର 700 ବଛା ବଛା ଲୋକ ଗଣିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହିଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍ ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।