Judges 20:16 — Compare Translations

5 translations compared side by side

Odia - 1840
"ଏହି ଲୋକମାନଙ୍କ ମଧିଅରେ 700ବଚ୍ଛା ଲୋକ ବାଁହାତିଆ ଥିଲେ। ଲକ୍ଷ୍ଯ ନହରାଇ ସମାନେେ ଗୋଟିଏ କେଶକକ୍ସ୍ଟ ମଧ୍ଯ ବାଟକ୍ସ୍ଟଳି ଦ୍ବାରା ମଧ୍ଯ ଲକ୍ଷ୍ଯଭଦେ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନୋହି ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନଙ୍କ ମଧ୍ୟରେ 700 ବଚ୍ଛା ଲୋକ ବାଁହାତିଆ ଥିଲେ। ଲକ୍ଷ୍ୟ ନ ହରାଇ ସେମାନେ ଗୋଟିଏ କେଶକୁ ମଧ୍ୟ ବାଟୁଳି ଦ୍ୱାରା ଲକ୍ଷ୍ୟଭେଦ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନ ହୋଇ ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନୋହି ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।