Judges 20:17 — Compare Translations
5 translations compared side by side
Odia - 1840
"ବିନ୍ଯାମୀନ ପରିବାରବର୍ଗ ବ୍ଯତୀତ ଇଶ୍ରାୟେଲର 4,00,000 ଖଡ୍ଗଧାରୀ ଗଣତି ହେଲେ। ସମାନେେ ସମସ୍ତେ ତାଲିମ ପ୍ରାଲ୍ଗ ସୈନିକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ୟାମୀନ ଛଡ଼ା ଇସ୍ରାଏଲର ଖଡ଼୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନ ପରିବାରବର୍ଗ ବ୍ୟତୀତ ଇସ୍ରାଏଲର 400,000 ଖଡ଼୍ଗଧାରୀ ଗଣତି ହେଲେ। ସେମାନେ ସମସ୍ତେ ତାଲିମ ପ୍ରାପ୍ତ ସୈନିକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।
Odia IRV 2017 (ଓଡିଆ ବାଇବେଲ)
ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।