Judges 20:18 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ ଲୋକମାନେ ବୈଥଲହମେକକ୍ସ୍ଟ ଗଲେ ଓ ସଦାପ୍ରଭୁଙ୍କୁ ପଚାରିଲେ, ବିନ୍ଯାମୀନ ପରିବାରବର୍ଗ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଆମ୍ଭମାନଙ୍କ ମଧ୍ଯରକ୍ସ୍ଟ ପ୍ରଥମେ କିଏ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବୈଥେଲକୁ ଯାଇ ପରମେଶ୍ଵରଙ୍କ ନିକଟରେ ପଚାରି କହିଲେ; ବିନ୍ୟାମୀନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ? ସଦାପ୍ରଭୁ କହିଲେ, ଯିହୁଦା ପ୍ରଥମେ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ଲୋକମାନେ ବୈଥେଲହମକୁ ଗଲେ ଓ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ବିନ୍ୟାମୀନ ପରିବାରବର୍ଗ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ମଧ୍ୟରୁ ପ୍ରଥମେ କିଏ ଯିବ।” ସଦାପ୍ରଭୁ କହିଲେ, “ଯିହୁଦା ବଂଶର ଦଳ ପ୍ରଥମେ ଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ? ସଦାପ୍ରଭୁ କହିଲେ, ଯିହୁଦା ପ୍ରଥମେ ଯିବ।