Judges 20:19 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲ ଲୋକମାନେ ସକାଳକ୍ସ୍ଟ ଉଠିଲେ ଓ ଗିବିଯା ନିକଟରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ଲୋକମାନେ ସକାଳୁ ଉଠିଲେ ଓ ଗିବିୟା ନିକଟରେ ସେମାନଙ୍କର ଛାଉଣି ସ୍ଥାପନ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।