Judges 20:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ପରିବାରବର୍ଗର ସମସ୍ତ ଅଧିପତିମାନେ ସଠାେରେ ଏକତ୍ରୀତ ହେଲେ। ପରମେଶ୍ବରଙ୍କ ଲୋକଗଣର ସହେି ସମାଜ ରେ ରହିଲେ। ଖଡ୍ଗଧାରୀ, ପଦାତିକ ଉପସ୍ଥିତ ଥିଲେ। ଏମାନେ ଥିଲେ 4,00,000।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ଼୍ଗଧାରୀ ପଦାତିକ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପରିବାରବର୍ଗର ସମସ୍ତ ଅଧିପତିମାନେ ସେଠାରେ ଏକତ୍ରିତ ହେଲେ। ପରମେଶ୍ୱରଙ୍କ ଲୋକଗଣ ସେହି ସମାଜରେ ରହିଲେ। ଖଡ଼୍ଗଧାରୀ, ପଦାତିକ ଉପସ୍ଥିତ ଥିଲେ। ଏମାନେ ଥିଲେ 400,000।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।