Judges 20:20 — Compare Translations

5 translations compared side by side

Odia - 1840
"ତା'ପରେ ଇଶ୍ରାୟେଲୀୟମାନେ ବିନ୍ଯାମୀନ ସୈନ୍ଯମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ବାହାରି ଗଲେ ଓ ଗିବିଯାଠା ରେ ୟକ୍ସ୍ଟଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇସ୍ରାଏଲୀୟମାନେ ବିନ୍ୟାମୀନ ସୈନ୍ୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଗଲେ ଓ ଗିବିୟାଠାରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ।