Judges 20:21 — Compare Translations

5 translations compared side by side

Odia - 1840
"ଏହା ପରେ ବିନ୍ୟାମୀନର ସୈନ୍ୟଗଣ ଗିବିୟାର ଯୁଦ୍ଧ କ୍ଷେତ୍ରକୁ ବାହାରି ଆସିଲେ। ସେହି ଦିନ ଯୁଦ୍ଧରେ ବିନ୍ୟାମୀନର ସୈନ୍ୟମାନେ ଇସ୍ରାଏଲର 22,000 ସୈନ୍ୟଙ୍କୁ ହତ୍ୟା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବିନ୍ୟାମୀନ-ସନ୍ତାନଗଣ ଗିବୀୟାରୁ ବାହାରି ସେହିଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବିନ୍ୟାମୀନର ସୈନ୍ୟଗଣ ଗିବିୟାର ଯୁଦ୍ଧ କ୍ଷେତ୍ରକୁ ବାହାରି ଆସିଲେ। ସେହି ଦିନ ଯୁଦ୍ଧରେ ବିନ୍ୟାମୀନର ସୈନ୍ୟମାନେ ଇସ୍ରାଏଲର 22,000 ସୈନ୍ୟଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହି ଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହିଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।