Judges 20:24 — Compare Translations
5 translations compared side by side
Odia - 1840
"ୟକ୍ସ୍ଟଦ୍ଧର ଦ୍ବାତୀଯ ଦିନ ରେ ଇଶ୍ରାୟେଲର ସୈନ୍ଯମାନେ ବିନ୍ଯାମୀନ ସୈନ୍ଯମାନଙ୍କର ନିକଟବର୍ତ୍ତୀ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଦ୍ଵିତୀୟ ଦିନ ବିନ୍ୟାମୀନ ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧର ଦ୍ୱିତୀୟ ଦିନରେ ଇସ୍ରାଏଲର ସୈନ୍ୟମାନେ ବିନ୍ୟାମୀନ ସୈନ୍ୟମାନଙ୍କର ନିକଟବର୍ତ୍ତୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଦ୍ୱିତୀୟ ଦିନ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଦ୍ୱିତୀୟ ଦିନ ବିନ୍ୟାମୀନ୍ ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ।