Judges 20:25 — Compare Translations
5 translations compared side by side
Odia - 1840
"ଦ୍ବିତୀୟ ଦିନ ରେ ବିନ୍ଯାମୀନ ପରିବାରବର୍ଗର ସୈନ୍ଯଗଣ ଇଶ୍ରାୟେଲ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଗିବିଯାରକ୍ସ୍ଟ ବାହାରି ଆସିଲେ। ଏହିଥର ବିନ୍ଯାମୀନ ତାଲିମ୍ପ୍ରାଲ୍ଗ ସୈନ୍ଯଗଣ ଇଶ୍ରାୟେଲର 18,000 ସୈନ୍ଯ ହତ୍ଯା କଲେ। ଯେଉଁମାନେ କି ସମାନଙ୍କେର ତାଲିମ ପ୍ରାଲ୍ଗ ସୈନିକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବିନ୍ୟାମୀନ ସେହି ଦ୍ଵିତୀୟ ଦିନ ସେମାନଙ୍କ ପ୍ରତିକୂଳରେ ଗିବୀୟାରୁ ବାହାରି ଇସ୍ରାଏଲ-ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ଼୍ଗଧାରୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ଦିନରେ ବିନ୍ୟାମୀନ ପରିବାରବର୍ଗର ସୈନ୍ୟଗଣ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗିବିୟାରୁ ବାହାରି ଆସିଲେ। ଏହିଥର ବିନ୍ୟାମୀନ ତାଲିମପ୍ରାପ୍ତ ସୈନ୍ୟଗଣ ଇସ୍ରାଏଲର 18,000 ସୈନ୍ୟଙ୍କୁ ହତ୍ୟା କଲେ। ଯେଉଁମାନେ କି ସେମାନଙ୍କର ତାଲିମପ୍ରାପ୍ତ ସୈନିକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ-ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।