Judges 20:26 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲର ସମସ୍ତ ଲୋକ ବୈଥଲହମେକକ୍ସ୍ଟ ଗଲେ। ସହେି ସ୍ଥାନ ରେ ସମାନେେ ବସି ସଦାପ୍ରଭୁଙ୍କୁ ଗକ୍ସ୍ଟହାରି ଜଣାଇଲେ। ସମାନେେ ସଠାେରେ ଦିନ ତମାମ କିଛି ଖାଇଲେ ନାହିଁ। ସମାନେେ ମଧ୍ଯ ମଦାପ୍ରଭକ୍ସ୍ଟଙ୍କକ୍ସ୍ଟ ହାମବେଳି ଓ ମଙ୍ଗଳାର୍ଥକ ବଳି ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସମସ୍ତ ଇସ୍ରାଏଲ-ସନ୍ତାନ ଓ ସମସ୍ତ ଲୋକ ଉଠି ବୈଥେଲକୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ସମସ୍ତ ଲୋକ ବୈଥେଲହମକୁ ଗଲେ। ସେହି ସ୍ଥାନରେ ସେମାନେ ବସି ସଦାପ୍ରଭୁଙ୍କୁ ଗୁହାରି ଜଣାଇଲେ। ସେମାନେ ସେଠାରେ ଦିନ ତମାମ କିଛି ଖାଇଲେ ନାହିଁ। ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ହୋମବଳି ଓ ମଙ୍ଗଳାର୍ଥକ ବଳି ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।