Judges 20:27 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟ ଲେୈକମାନେ ସଦାପ୍ରଭୁଙ୍କୁ ଏକ ପ୍ରଶ୍ନ ପଚାରିଲେ, ସହେି ସମୟରେ ପରମେଶ୍ବରଙ୍କ ନିଯମ ସିନ୍ଦକ୍ସ୍ଟକ ବୈଥଲଠାେ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନ୍ହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ଲୋକମାନେ ସଦାପ୍ରଭୁଙ୍କୁ ଏକ ପ୍ରଶ୍ନ ପଗ୍ଭରିଲେ, ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବୈଥେ‌ଲ୍‌ଠାରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ପରମେଶ୍ୱରଙ୍କ ନିୟମ ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।