Judges 20:29 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲର କିଛି ସୈନିକ ଗିବିଯା ନଗରର ଚତକ୍ସ୍ଟପାଶର୍‌ବ ରେ ଲକ୍ସ୍ଟଚିରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର କିଛି ସୈନିକ ଗିବିୟା ନଗରର ଚତୁର୍ପାର୍ଶ୍ୱରେ ଲୁଚିରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।